ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧୀକ୍ଷଣ ଯନ୍ତ୍ରୀ ବିଶ୍ବବନ୍ଧୁ ପାଣିଗ୍ରାହୀ ଗିରଫ

ଭୁବନେଶ୍ୱର: ରାଜଧାନୀରେ କୋଠା ଉପରେ କୋଠା ସାଙ୍ଗକୁ ବିଳାସପୂର୍ଣ୍ଣ ଫ୍ଲାଟ୍‌, ପ୍ରମୁଖ ସ୍ଥାନରେ ପ୍ଲଟ୍‌। ବ୍ୟାଙ୍କ ଆକାଉଣ୍ଟ୍‌ରେ ବି ପୁଳାପୁଳା ଟଙ୍କା, ବିପୁଳ ପରିମାଣର ସୁନାଗହଣା। ଭୁବନେଶ୍ବର

Read more