ସରକାରୀ କଳକୁ ବ୍ୟବହାର କରି ଭୋଟରଙ୍କୁ ପ୍ରଭାବିତ କରୁଛି ବିଜେଡି : ବିଜେପି

ଭୁବନେଶ୍ୱର, ୨୦/୧୦: ବାଲେଶ୍ୱର ଉପନିର୍ବାଚନରେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ଶାସକ ବିଜେଡି ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ କରିଛି । ସରକାରୀ କଳକୁ ବ୍ୟବହାର କରି

Read more