ଧର୍ମେନ୍ଦ୍ର ପ୍ରଧାନ ପଞ୍ଚାୟତିରାଜ ସମ୍ପର୍କରେ ଦେଇଥିବା ମନ୍ତବ୍ୟର ପାଲଟା ଜବାବ ରଖିଲା ବିଜେଡି, ସସ୍ମିତ କହିଲେ ଏପରି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଞ୍ଚାୟତିରାଜ ସମ୍ପର୍କରେ ଦେଇଥିବା ମନ୍ତବ୍ୟର ପାଲଟା ଜବାବ ରଖିଲା ବିଜେଡି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ସରକାରଙ୍କ ଶିକ୍ଷାମନ୍ତ୍ରୀ ଅଛନ୍ତି ।

Read more