ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀଙ୍କୁ ଟିକେଟ୍ ଦେବ ଦଳ

ଭୁବନେଶ୍ୱର: ପଛୁଆ ବର୍ଗଙ୍କୁ ପ୍ରାର୍ଥୀ କରିବ ବିଜୁ ଜନତା ଦଳ। ୨୭ ପ୍ରତିଶତ ପଛୁଆ ବର୍ଗ ପ୍ରାର୍ଥୀଙ୍କୁ ପଞ୍ଚାୟତ ଓ ଅନ୍ୟ ନିର୍ବାଚନରେ ଟିକଟ ଦେବ ଦଳ

Read more