ଆଦର୍ଶ ଆଚରଣ ବିଧିର ଖୋଲାଖୋଲି ଉଲ୍ଲଂଘନ ଅଭିଯୋଗ: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହେଲା ରାଜ୍ୟ ବିଜେପି

ଭୁବନେଶ୍ବର: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପାଖେ ଫେରାଦ ହେଲା ରାଜ୍ୟ ବିଜେପି। ବିଜେପି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ଦିଗପହଣ୍ଡି ବିଧାୟକ ପ୍ରାର୍ଥୀ

Read more