ଅନନ୍ତନାଗରେ ବିଜେପି ନେତା ଏବଂ ତାଙ୍କ ପତ୍ନୀଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର ୯/୦୮: ଜାମ୍ମୁ କାଶ୍ମୀରର ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ । ସହରର ଲାଲ ଚୌକରେ ଆତଙ୍କବାଦୀ  ବିଜେପି ନେତା ଗୁଲାମ ରସୁଲ ଦାର ଏବଂ ତାଙ୍କ ପତ୍ନୀଙ୍କୁ ଗୁଳି

Read more