ଝାରସୁଗୁଡା ଉପନିର୍ବାଚନ : ଟଙ୍କଧରଙ୍କ ନାମରେ ମୋହର ମାରିଲା ବିଜେପିର କେନ୍ଦ୍ରୀୟ ନିର୍ବାଚନ ସମିତି

ଆଜି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଏନେଇ ଗତକାଲି ବିଜେପି ମଧ୍ୟ ତା ପ୍ରାର୍ଥୀର ନାମ ଘୋଷଣା କରିଛି। ବିଜେପି ପକ୍ଷରୁ ଟଙ୍କଧର ତ୍ରିପାଠୀ

Read more