ସତ୍ୟାଗ୍ରହର ନାଟକ କରୁଛି କଂଗ୍ରେସ :ଡ.ସମ୍ବିତ ପାତ୍ର

ଭୁବନେଶ୍ୱର, ତା.୧୨/୦୬ : କଂଗ୍ରେସ ଦଳ ହେଉଛି ଦୁର୍ନୀତି ଓ ଭ୍ରଷ୍ଟାଚାରର ଗନ୍ତାଘର । ଗାନ୍ଧୀ ପରିବାର ଭ୍ରଷ୍ଟାଚାରରେ ସଂପୂର୍ଣ୍ଣ ଲିପ୍ତ ବୋଲି ସମସ୍ତଙ୍କୁ ଜଣାଅଛି ।

Read more