BMC ବିଜ୍ଞପ୍ତି: ଏଣିକି ଫୁଟପାଥ୍, ଡ୍ରେନ ଉପରେ ଖାଦ୍ୟ ଷ୍ଟଲ୍ ରହିପାରିବନି

ଭୁବନେଶ୍ୱର ୦୮/୧୦: ଷ୍ଟ୍ରିଟ୍ ଫୁଡ୍ ନେଇ ଷ୍ଟଲ୍ ପାଇଁ ପ୍ରକାଶ ପାଇଛି BMC ବିଜ୍ଞପ୍ତି । ରାସ୍ତା, ଫୁଟପାଥ୍, ଡ୍ରେନ ଉପରେ ଖାଦ୍ୟ ଷ୍ଟଲ୍ ରହିପାରିବନି ।

Read more