ରାଜଧାନୀରେ ପୁଣି ଫୁଟିଲା ବୋମା

ଭୁବନେଶ୍ୱର: ରାଜଧାନୀରେ ପୁଣି ଫୁଟିଲା ବୋମା । ଭୁବନେଶ୍ୱର ସହିଦନଗର ଥାନା ଜଗନ୍ନାଥ ନଗରରେ ବୋମାମାଡ଼ । ଗତକାଲି ବିଳମ୍ବିତ ରାତିରେ ୨ଟି ବୋମାମାଡ଼ ହୋଇଥିବା ଜଣାପଡ଼ିଛି

Read more