ଖୋର୍ଦ୍ଧାରୁ ୩ଲକ୍ଷ ଟଙ୍କାର ବ୍ରାଉନ ସୁଗର ଜବତ, ମହିଳା ବ୍ୟବସାୟୀ ଗିରଫ

ଖୋର୍ଦ୍ଧାରୁ ବ୍ରାଉନ ସୁଗର ଜବତ ସହ ମହିଳା ବ୍ୟବସାୟୀ ଗିରଫ । ଖୋର୍ଦ୍ଧା ଆଦର୍ଶ ଥାନା ସାମନ୍ତରାପୁର ସ୍ୱପ୍ନେଶ୍ୱର ସାହିରୁ ୩୦ ଗ୍ରାମର ବ୍ରାଉନସୁଗାର ଜବତ ହୋଇଛି

Read more