ବଜେଟ @୨୦୨୨: ୧୬ ଲକ୍ଷ ଯୁବକଙ୍କୁ ଚାକିରୀ, ୪୦୦ ନୂଆ ବନ୍ଦେ ଭାରତ ଟ୍ରେନ୍

ନୂଆଦିଲ୍ଲୀ ୦୧/୦୨ :   ସଂସଦରେ ବଜେଟ୍ ଉପସ୍ଥାପନ କରୁଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଅନେକ ଜନକଲ୍ୟାଣକାରୀ ଯୋଜନା ବାବଦରେ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ।

Read more