ଆସନ୍ତାକାଲିଠୁ ବିଧାନସଭା ବଜେଟ ଅଧିବେଶନ

ଆସନ୍ତାକାଲିଠୁ ବିଧାନସଭା ବଜେଟ ଅଧିବେଶନ । ବିଧାନସଭା ସୁରକ୍ଷା ପାଇଁ ୩୦ ପ୍ଲାଟୁନ ପୋଲିସ ମୁତୟନ ରହିବେ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ।

Read more