ଭାରସାମ୍ୟ ହରାଇଲା ଯାତ୍ରୀବାହୀ ବସ୍‌, ୪ ଆହତ

ଜି.ଉଦୟଗିରି ୨୩।୧୦: କଳିଙ୍ଗା ଘାଟିରେ ଭାରସାମ୍ୟ ହରାଇଲା ଯାତ୍ରୀବାହୀ ବସ୍‌। ଅନ୍ଧାରୀକୋଟି ନିକଟରେ ଏକ ଯାତ୍ରୀବାହୀ ଘରୋଇ ବସ ସୋହନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୪ ଜଣ

Read more