ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ ବ୍ୟବସ୍ଥା

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ ହୋଇଛି। ଏଥିରେ ତିନିଟି ବଡ଼ ନିଷ୍ପତ୍ତିରେ ମୋହର ବାଜିଛି। ଅଗ୍ନିବୀରଙ୍କ ପାଇଁ ଓଡ଼ିଶା ସରକାରଙ୍କ ଚାକିରିରେ ୧୦% ସଂରକ୍ଷଣ

Read more