ସୋମବାର ପଦ୍ମ ଧରିବେ କ୍ୟାପ୍ଟେନ ଅମରିନ୍ଦର ସିଂ, ବିଜେପିରେ ପିଏଲସିର ହେବ ବିଲୟ

ନୂଆଦିଲ୍ଲୀ: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପଞ୍ଜାବ ଲୋକ କଂଗ୍ରେସର ମୁଖ୍ୟ କ୍ୟାପ୍ଟେନ ଅମରିନ୍ଦର ସିଂଙ୍କ ବିଜେପିରେ ସାମିଲ ହେବା ନେଇ ଚାଲିଥିବା ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ

Read more