ଓଡିଶାକୁ ଫେରିଲା ନାଇଟ୍‌ କର୍ଫ୍ୟୁ, ରାତି ୧୦ଟାରୁ ଭୋର୍‌ ୫ଟା ସବୁ ବନ୍ଦ

ଭୁବନେଶ୍ବରେ ୩୦/୧୨ : ରାଜ୍ୟକୁ ଫେରିଲା ନାଇଟ୍‌ କର୍ଫ୍ୟୁ । ଓମିକ୍ରନ୍‌ର ଭୟାବହତା ଏବଂ ନୂଆ ବର୍ଷ ସେଲିବ୍ରେସନକୁ ଦୃଷ୍ଟିରେ ରଖି ରାଜ୍ୟକୁ ପୁଣି ଫେରିଛି ନାଇଟ୍‌ କର୍ଫ୍ୟୁ

Read more