ସିବିଏସଇ ବୋର୍ଡ ପରୀକ୍ଷା ପାଇଁ ଜାରି ହେଲା ଆଡମିଟ୍‌ କାର୍ଡ

ସିବିଏସଇ ୨୦୨୩ ପରୀକ୍ଷା ପାଇଁ ଆଡମିଟ୍‌ କାର୍ଡ ଜାରି ହୋଇଛି । ୧୦ମ ଏବଂ ୧୨ଶ ବୋର୍ଡ ପରୀକ୍ଷା ପାଇଁ ଆଡମିଟ୍‌ କାର୍ଡ ଜାରି ହୋଇଛି ।

Read more