ଭୟଙ୍କର ସଡ଼କ ଦୁର୍ଘଟଣାରେ ୬ ମୃତ, ୨ ଗୁରୁତର

ଚେନ୍ନାଇ: ତାମିଲନାଡୁର ସଲିମରେ ଦେଖିବାକୁ ମିଳିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୁଧବାର ଦିନ ଏଠାରେ ଘଟିଥିବା ଏହି ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଯାଇଛି।

Read more