ଜାନୁଆରି ପହିଲାରେ ମେଟ୍ରୋ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ: ପ୍ରାକ୍ ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକାଶ କଲେ ୫-ଟି

ଭୁବନେଶ୍ବର: ନୂଆବର୍ଷରେ ବହୁ ପ୍ରତୀକ୍ଷିତ ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା ପୂର୍ବରୁ ଏହାର ପ୍ରାକ୍ ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକାଶ କରିଛନ୍ତି ୫-ଟି

Read more