ସ୍ଵାଧୀନତା ସଂଗ୍ରାମୀ ବିପ୍ଳବୀ ଚନ୍ଦନ ହଜୁରୀ ଚାଖି ଖୁଣ୍ଟିଆଙ୍କ ଜନ୍ମଦିନରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ସ୍ଵାଧୀନତା ସଂଗ୍ରାମୀ ବିପ୍ଳବୀ ଚନ୍ଦନ ହଜୁରୀ ଚାଖି ଖୁଣ୍ଟିଆଙ୍କ ଆଜି ହେଉଛି ଜନ୍ମଦିନ। ତାଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। 

Read more