ଆଜି ଦକ୍ଷିଣ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା

ଦୁଇ ଦିନ ହେଲା ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକା ବର୍ଷା ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର ବିଭିନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି

Read more