ଚନ୍ଦ୍ରଠାରୁ ୧,୪୩୭କିମି ଦୂରରେ ଚନ୍ଦ୍ରଯାନ-୩: ଅଗଷ୍ଟ ୧୬ରେ ୧୦୦କିମି କକ୍ଷପଥରେ ପ୍ରବେଶ କରିବ

ବେଙ୍ଗାଲୁରୁ: ଗତ ରବିବାର ଚନ୍ଦ୍ର କକ୍ଷରେ ପ୍ରବେଶ (ଏଲ୍‌ଓଆଇ) ତଥା ତୃତୀୟ ଚନ୍ଦ୍ର-ବନ୍ଧିତ ମାନିଉଭର (କକ୍ଷପଥ ପରିବର୍ତ୍ତନ) ପରେ ଚନ୍ଦ୍ରଯାନ-୩ ବର୍ତ୍ତମାନ ଚନ୍ଦ୍ରର ଅଧିକ ନିକଟତର ହୋଇଛି

Read more