ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା: ଜୁଲାଇ ୯ରେ ଗୋପାଳ ବିରୋଧରେ ହେବ ଚାର୍ଜଫ୍ରେମ୍

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ ବୁଧବାର ଅଭିଯୁକ୍ତ ଗୋପାଳ ଦାସ ଝାରସୁଗୁଡ଼ା ଜିଲ୍ଲା ଅତିରିକ୍ତ ଦୌରା ଜଜ୍‌ଙ୍କ କୋର୍ଟରେ ହାଜର

Read more