ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ହେବ ନୂଆଁଖାଇ ପାଳନ

ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ । ବଲାଙ୍ଗିରରେ ନୂଆଁଖାଇ ପାଇଁ ବାହାରିଲା ଲଗ୍ନ । ବଲାଙ୍ଗୀରର ପାଟଣେଶ୍ୱରୀ ଓ ସମଲେଶ୍ୱରୀଙ୍କ ପରମ୍ପରା ଅନୁଯାୟୀ ଲଗ୍ନ ଧାର୍ଯ୍ୟ କରାଯାଇଛି

Read more