ଗୋପାଳପୁର ମାଣ୍ଡିଆ ପଲ୍ଲୀ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘୋଷଣା

ଗୋପାଳପୁର ମାଣ୍ଡିଆ ପଲ୍ଲୀ ନିକଟରେ ଗତକାଲି ହୋଇଥିବା ସଡକ ଦୁର୍ଘଟଣାରେ ୩ଜଣଙ୍କର ମୃତ୍ୟୁ ହୋଇଥିଲା । ଏହି ଘଟଣାର ସୂଚନା ପାଇବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ

Read more