ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ କରିବା ପାଇଁ ଦୁଇଟି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜାତୀୟ ଖାଦ୍ୟ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ସମଗ୍ର ରାଜ୍ୟରେ ‘ଗୋଟିଏ ଦେଶ, ଗୋଟିଏ ରେସନ କାର୍ଡ’ ବ୍ୟବସ୍ଥା ଗତକାଲିଠୁ ଲାଗୁ ହୋଇଛି।

Read more