ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ବର୍ଷିୟାନ ସ୍ୱାଧୀନତା ସଂଗ୍ରାମୀ ମକର ଚରଣ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି

Read more