ଜାନୁଆରୀ ୧ରେ ମେଟ୍ରୋ ପ୍ରୋଜେକ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ, ୪ ବର୍ଷ ଭିତରେ ପ୍ରକଳ୍ପ ସରିବ

ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପ ପାଇଁ ଶୁଭ ପଡ଼ିବ । ଜାନୁଆରୀ ୧ ତାରିଖରେ ମେଟ୍ରୋ ପ୍ରୋଜେକ୍ଟ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Read more