ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କତା ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ୱର,୧୪/୧୦: କୋଭିଡ ପରିଚାଳନାରେ ଓଡିଶା କ୍ରମାଗତଭାବେ ଭଲ ପ୍ରଦର୍ଶନ କରିଆସୁଛି। ସମସ୍ତ ସୂଚକାଙ୍କ ଜାତୀୟ ହାର ଠାରୁ ଭଲ ରହିଛି। ଅଧିକାଂଶ ଜିଲ୍ଲାରେ ନୂଆ ସଂକ୍ରମଣ କମୁଛି।

Read more