ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା। ୬.୩୦ରେ ରାଜ୍ୟବାସୀଙ୍କୁ କରିବେ ସମ୍ବୋଧନ

ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସନ୍ଧ୍ୟା ୬.୩୦ରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟର ସମ୍ବୋଦନ କରିବେ । ମୁଖ୍ୟମନ୍ତ୍ରୀ କିଛି ବଡ ଘୋଷଣା କରିପାରନ୍ତି

Read more