ଜି-୨୦ ପାଇଁ ଭାରତ ଆସିବେନି ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ୍ !

ନୂଆଦିଲ୍ଲୀ: ଆସନ୍ତା ସେପ୍ଟେମ୍ବର ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭାରତରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀରେ ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ ଯୋଗ ଦେବେ ନାହିଁ

Read more