ପ୍ରକାଶ ପାଇଲା ସାନି ଚିଠା ବିଜ୍ଞପ୍ତି, ମହିଳାଙ୍କୁ ୫୦% ଆସନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ଲାଗି ପ୍ରକାଶ ପାଇଲା ସାନି ଚିଠା ବିଜ୍ଞପ୍ତି   । ବଦଳିଲା ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକା  । ପୂର୍ବରୁ ଥିବା ସଂରକ୍ଷଣ ତାଲିକାରେ ପରିବର୍ତ୍ତନ 

Read more