ଚିତ୍ତରଂଜନ ତ୍ରିପାଠୀ ହେବେ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ

ନୂଆଦିଲ୍ଲୀ:  ଅଭିନେତା, ପ୍ରଯୋଜକ ଓ ନିର୍ଦ୍ଦେଶକ ତଥା ନାଟ୍ୟକର୍ମୀ ଚିତ୍ତରଂଜନ ତ୍ରିପାଠୀ ଦିଲ୍ଲୀସ୍ଥିତ ନ୍ୟାସନାଲ ସ୍କୁଲ ଅଫ୍‌ ଡ୍ରାମାର ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଥିବା ସୂଚନା ମିଳିଛି

Read more