ପ୍ରକାଶ ପାଇଲା ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ: କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଆଗୁଆ

ଭୁବନେଶ୍ୱର : ପ୍ରକାଶ ପାଇଲା ଯୁକ୍ତ ୨ର ପ୍ରଥମ କଟ ଅଫ ତାଲିକା । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଛି ମେରିଟ ଲିଷ୍ଟ

Read more