ଅକ୍ଷୟ ତୃତୀୟାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ, ସମସ୍ତଙ୍କ ମଙ୍ଗଳ ଲାଗି ମହାପ୍ରଭୁଙ୍କ ନିକଟରେ କଲେ ପ୍ରାର୍ଥନା

ଭୁବନେଶ୍ୱର ୦୩/୦୫: ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କହିଲେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା

Read more