ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ପୂର୍ବରୁ ମନ୍ତ୍ରୀମାନଙ୍କୁ ରିପୋର୍ଟ ମାଗିଲେ ମୁଖ୍ୟମନ୍ତ୍ରୀ ନବୀନ

ଭୁବନେଶ୍ବର: ଆସନ୍ତା ମେ ୨୯ ତାରିଖରେ ନବୀନ ସରକାରଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂର୍ତ୍ତି ହୋଇଯିବ। ଆସନ୍ତା ମେରୁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗର ସମୀକ୍ଷା କରିବେ।ସବୁ

Read more