କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ : ଧରଣୀଧର ମେଡିକାଲ କଲେଜ ଓ ଡାକ୍ତରଖାନାର କଲେ ଉଦଘାଟନ

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଧରଣୀଧର ମେଡିକାଲ କଲେଜ ଓ ହସ୍ପିଟାଲ ଉଦଘାଟିତ । ୩୮୧ କୋଟି ଟଙ୍କାରେ ମେଡିକାଲ କଲେଜ ନିର୍ମିତ ହୋଇଛି ।

Read more