ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ

ଭୁବନେଶ୍ୱର: ଓଡିଶା ର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି ।

Read more