ଅନୁଗୁଳ-ଗଜପତି ପାଇଁ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅନୁଗୁଳ ଓ ଗଜପତି ଜିଲ୍ଲା ପାଇଁ ବିଜେଡିର ନୂଆ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି । ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ବିଜେଡି ପର୍ଯ୍ୟବେକ୍ଷକ ଦାୟିତ୍ବ ତୁଲାଇବେ ଶଶୀଭୂଷଣ ମହାନ୍ତି

Read more