ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଶେରଗଡ଼ ଗ୍ରାମପଞ୍ଚାୟତକୁ ଏନଏସି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥିସହ ଶେରଗଡ଼ ନିର୍ବାଚନମଣ୍ଡଳୀରେ ୩୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ

Read more