୪୭୦୩ କୋଟି ଟଙ୍କାର ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ, ଏସଏଚଜି ମହିଳାଙ୍କୁ ମିଳିଲା ବିନା ସୁଧରେ ଋଣ

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନିକିଆ କେନ୍ଦୁଝର ଗସ୍ତରେ ଆସି ଜିଲ୍ଲାର ବିକାଶମୂଳକ କାମ ପାଇଁ ବଡ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Read more