୫ ଜିଲ୍ଲାରେ ଲେଖାଗଲା ଭିତ୍ତିଭୂମି ବିକାଶର ସ୍ବର୍ଣ୍ଣିମ ଅଧ୍ୟାୟ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବଲାଙ୍ଗିର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।

Read more