‘ମାଟି ଘୋଡ଼ା’ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଅବସରପ୍ରାପ୍ତ ପ୍ରଶାସକ ତଥା କଥାକାର ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟି ଘୋଡ଼ା’ର ଲୋକାର୍ପଣ କରିଛନ୍ତି ।

Read more