ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ୩୦ ମିନିଟ୍ ହେଲା ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେଦ୍ର ମୋଦିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଆଜି ଅପରାହ୍ନରେ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି  ।

Read more