ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ୧୮।୬: ମହାପ୍ରଭୁଙ୍କ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭିଡିଓ କନ୍ଫରେନ୍ସିଂ ଜରିଆରେ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ ମୁଖ୍ୟମନ୍ତ୍ରୀ ।

Read more