ରାଜଭବନରେ ନବନିଯୁକ୍ତ ରାଜ୍ୟପାଳଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜଭବନରେ ରାଜ୍ୟପାଳ ରଘୁବର ଦାସ। ପୁରୀରୁ ଆସି ଭୁବନେଶ୍ବରରେ ପହଞ୍ଚିବା ପରେ ରାଜଭବନରେ ନବନିଯୁକ୍ତ ରାଜ୍ୟପାଳଙ୍କୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦାୟିତ୍ବ ନେବା ପୂର୍ବରୁ

Read more