ବାଲେଶ୍ବରରେ ଏକ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ବର: ବିକାଶରେ ଯୋଡ଼ିହେବ ନୂଆ ଅଧ୍ୟାୟ । ଆଜି ବାଲେଶ୍ବର ଯାଇ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧ ହଜାର କୋଟିରୁ

Read more