ଆସନ୍ତା ୧୨ରେ ମୁଖ୍ୟମନ୍ତ୍ରୀଙ୍କ ମୟୁରଭଞ୍ଜ ଗସ୍ତ

ବାରିପଦା ୬।୮: ଆସନ୍ତା ୧୨ ତାରିଖରେ ମୟୂରଭଞ୍ଜ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ଜିଲ୍ଲା ବିଜେଡ଼ି ପକ୍ଷରୁ ପ୍ରାରମ୍ଭିକ ପ୍ରସ୍ତୁତି ଆରମ୍ଭ ହୋଇଛି ।

Read more