ବିଦା ହେଲେ ଆଉ ୬ ଦୁର୍ନୀତିଗ୍ରସ୍ତ ଅଧିକାରୀ

ଭୁବନେଶ୍ବର ୧୬।୦୩: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ । ଆଉ  ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର ।

Read more